ଯିଖରୀୟ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ। Faic an caibideilଓଡିଆ ବାଇବେଲ10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।” Faic an caibideilପବିତ୍ର ବାଇବଲ10 ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କର ନାହିଁ। ତୁମ୍ଭ ଭାଇ ବିରୁଦ୍ଧରେ ନିଜ ହୃଦୟରେ ଷଡ଼ଯନ୍ତ୍ର କର ନାହିଁ।’” Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।