ଯିଖରୀୟ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Faic an caibideilଓଡିଆ ବାଇବେଲ12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ12 ସେମାନେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶେଷ କ୍ରୋଧାନ୍ୱିତ ହେଲେ। Faic an caibideil |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”