ଯିଖରୀୟ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ? Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ? Faic an caibideilଓଡିଆ ବାଇବେଲ6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ ? Faic an caibideilପବିତ୍ର ବାଇବଲ6 ଏବଂ ତୁମ୍ଭେ ସମସ୍ତେ ଯେତେବେଳେ ଖାଅ ଓ ପିଅ, ତୁମ୍ଭେ କ’ଣ ନିଜ ପାଇଁ ଖାଅ ଓ ପିଅ ନାହିଁ? Faic an caibideil |
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।