ଯିଖରୀୟ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ଵାଳାରେ ଜ୍ଵଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ତ କୋପରେ ଜ୍ଵଳୁଅଛୁ। Faic an caibideilଓଡିଆ ବାଇବେଲ2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ। Faic an caibideilପବିତ୍ର ବାଇବଲ2 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭେ ସିୟୋନ ପାଇଁ ଅତ୍ୟାସକ୍ତ ଏବଂ ପ୍ରଗାଢ଼ ଅନୁରାଗ ସହିତ ଆମ୍ଭେ ତା’ ପାଇଁ କ୍ରୋଧାନ୍ୱିତ।” Faic an caibideil |