ଯିଖରୀୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରନ୍ତି, ଏପରି ବୃଦ୍ଧ ମନୁଷ୍ୟଓ ବୃଦ୍ଧା ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ। Faic an caibideilଓଡିଆ ବାଇବେଲ4 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ। Faic an caibideilପବିତ୍ର ବାଇବଲ4 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ଯିରୁଶାଲମର ଖୋଲା ସ୍ଥାନରେ ବସ। ପ୍ରତ୍ୟେକଙ୍କ ହାତରେ ଏକ ଆଶାବାଡ଼ି ରହିବ କାରଣ ସେମାନଙ୍କର ବୃଦ୍ଧାବସ୍ଥା ପାଇଁ। Faic an caibideil |