ଯିଖରୀୟ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ଦାଣ୍ତରେ ଖେଳା କରିବା ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ। Faic an caibideilଓଡିଆ ବାଇବେଲ5 ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।” Faic an caibideilପବିତ୍ର ବାଇବଲ5 ଆଉ ମଧ୍ୟ ନଗରର ଖୋଲାସ୍ଥାନ କ୍ରୀଡ଼ାରତ ପୁଅ ଓ ଝିଅଙ୍କ ଦ୍ୱାରା ପରିପୂର୍ଣ୍ଣ ହେବ।” Faic an caibideil |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।