ଯିଖରୀୟ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।” Faic an caibideilପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ସତ୍ୟ ଓ ଧାର୍ମିକତାରେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା। Faic an caibideilଓଡିଆ ବାଇବେଲ8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।’” Faic an caibideilପବିତ୍ର ବାଇବଲ8 ଆମ୍ଭେ ସେମାନଙ୍କୁ ଏଠାକୁ ଫେରାଇ ଆଣିବା ଏବଂ ସେମାନେ ଯିରୁଶାଲମ ମଧ୍ୟରେ ବାସ କରିବେ। ସେମାନେ ଆମ୍ଭର ଲୋକ ହେବେ ଏବଂ ଆମ୍ଭେ ସେମାନଙ୍କର ବିଶ୍ୱସ୍ଥ ଏବଂ ନ୍ୟାୟବାନ୍ ପରମେଶ୍ୱର ହେବା।” Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”