ଯିଖରୀୟ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନୀ ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି, ତହିଁର ପାର୍ଶ୍ଵସ୍ଥିତ ହମାତ୍ ଓ ଅତି ଜ୍ଞାନି ହେବାରୁ ସୋର ଓ ସୀଦୋନ ତହିଁର ବିଶ୍ରାମ-ସ୍ଥାନ ହେବ। Faic an caibideilଓଡିଆ ବାଇବେଲ2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନି ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ। Faic an caibideilପବିତ୍ର ବାଇବଲ2 ଏହା ମଧ୍ୟ ସତ୍ୟ ଯେ, ହମାତ୍, ସୋର ଓ ସୀଦୋନ ସୀମାରେ ଅବସ୍ଥିତ ଅଟେ। କାରଣ ସେମାନେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୁର୍ଗ ନିର୍ମାଣ କଲା। Faic an caibideil |