ସିଫନୀୟ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି; Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକି ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି; Faic an caibideilଓଡିଆ ବାଇବେଲ5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି; Faic an caibideilପବିତ୍ର ବାଇବଲ5 ଯେଉଁମାନେ କି ଛାତ ଉପରକୁ ଯାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡ଼ି ଦେବା। କେତେଜଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ୟାପ୍ରଭୁ ମାଲିକମାନଙ୍କୁ ମଧ୍ୟ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସେହି ଲୋକମାନଙ୍କୁ ସେହି ସ୍ଥାନରୁ ତଡ଼ିଦେବା। Faic an caibideil |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।