ସିଫନୀୟ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।” Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ତ ଦେବା। Faic an caibideilଓଡିଆ ବାଇବେଲ9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା। Faic an caibideilପବିତ୍ର ବାଇବଲ9 ସେହି ସମୟରେ ପ୍ରବେଶଦ୍ୱାରକୁ ଡେଇଁ ଯାଇଥିବା ଲୋକମାନଙ୍କୁ ଆମ୍ଭେ ଦଣ୍ତ ଦେବା। ଯେଉଁମାନେ ତାଙ୍କ ମିଥ୍ୟା ପ୍ରଭୁଙ୍କର ଗୃହକୁ ମିଥ୍ୟା ଓ ହିଂସାରେ ପୂର୍ଣ୍ଣ କରିଛନ୍ତି ସେମାନଙ୍କୁ ମଧ୍ୟ ଦଣ୍ତ ଦେବା।” Faic an caibideil |