Biblia Todo Logo
Bìoball air-loidhne

- Sanasan -




ସିଫନୀୟ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ଼୍‍ଗ ଦ୍ଵାରା ହତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ଏପରିକି ଇଥିଓପିଆର ଲୋକମାନଙ୍କୁ ମଧ୍ୟ ସଦାପ୍ରଭୁଙ୍କର ‌‌ଖ‌ଡ଼୍‌ଗ ବିନାଶ କରିବ।

Faic an caibideil Dèan lethbhreac




ସିଫନୀୟ 2:12
12 Iomraidhean Croise  

ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;


ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।


ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;


କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।


ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।


Lean sinn:

Sanasan


Sanasan