ସିଫନୀୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ। Faic an caibideilଓଡିଆ ବାଇବେଲ2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ। Faic an caibideilପବିତ୍ର ବାଇବଲ2 ତୁମ୍ଭ ଉପରେ ବିଗ୍ଭର ଆସିବା ପୂର୍ବରୁ, ତୁଷ ପରି ସୁଯୋଗ ହରାଇବା ପୂର୍ବରୁ, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ଉପରେ ଆସିବା ପୂର୍ବରୁ, ସଦାପ୍ରଭୁଙ୍କର ଭୟଙ୍କର କ୍ରୋଧର ଶେଷଦିନ ଆସିବା ପୂର୍ବରୁ, ତୁମ୍ଭେମାନେ ଏକତ୍ରିତ ହୁଅ। Faic an caibideil |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।