Biblia Todo Logo
Bìoball air-loidhne

- Sanasan -




ସିଫନୀୟ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ଵଂସସ୍ଥାନ ହେବ ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳୋତ୍ପାଟିତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ ! ଅସ୍‍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଘସାରେ କାହାରିକୁ ଛଡ଼ାଯିବ ନାହିଁ। ଅସ୍କିଲୋନ ଧ୍ୱଂସ ହେବ, ମଧ୍ୟାହ୍ନ ସୁଦ୍ଧା ଲୋକମାନଙ୍କୁ ଅସଦୋଦ୍ ଛାଡ଼ିବାକୁ ବାଧ୍ୟ କରାଯିବ। ଇକ୍ରୋଣ ଶୂନ୍ୟ ହୋଇଯିବ।

Faic an caibideil Dèan lethbhreac




ସିଫନୀୟ 2:4
9 Iomraidhean Croise  

ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।


“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;


“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”


Lean sinn:

Sanasan


Sanasan