ସିଫନୀୟ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଆଉ, ସେହି ସମୁଦ୍ରକୂଳ ଯିହୁଦା-ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ସେମାନଙ୍କର ତତ୍ତ୍ଵାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବେ। Faic an caibideilଓଡିଆ ବାଇବେଲ7 ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ। Faic an caibideilପବିତ୍ର ବାଇବଲ7 ତା'ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା'ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”