ସିଫନୀୟ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକି ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ। Faic an caibideilଓଡିଆ ବାଇବେଲ12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ। Faic an caibideilପବିତ୍ର ବାଇବଲ12 ଆମ୍ଭେ କେବଳ ନମ୍ର ଓ ଦରିଦ୍ର ଲୋକମାନଙ୍କୁ ଯିରୁଶାଲମରେ ରହିବାକୁ ଦେବା। ସେମାନେ ସଦାପ୍ରଭୁଙ୍କଠାରେ ଆଶ୍ରୟ ପାଇବେ। Faic an caibideil |
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।