ସିଫନୀୟ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ଵାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। Faic an caibideilଓଡିଆ ବାଇବେଲ4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। Faic an caibideilପବିତ୍ର ବାଇବଲ4 ସେମାନଙ୍କର ଭବିଷ୍ୟଦ୍ବକ୍ତାମାନେ ନଗଣ୍ୟ ଓ ସେମାନେ ବିଶ୍ୱାସଘାତକ ଅଟନ୍ତି। ସେମାନଙ୍କର ଯାଜକମାନେ ପବିତ୍ର ବସ୍ତୁକୁ ଅପବିତ୍ର କରନ୍ତି। ସେମାନେ ପରମେଶ୍ୱରଙ୍କ ଶିକ୍ଷା ବିରୁଦ୍ଧରେ କାର୍ଯ୍ୟ କରିଛନ୍ତି। Faic an caibideil |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।