ତୁମାର୍ ଉବାଦି ସୟ୍ତାନ୍, ତାର୍ ଇଚା ହଃର୍କାରେ ତାର୍ କାମ୍ କଃରୁକେ ତୁମାର୍ ମଃନ୍; ରାଜି ଉବୁଜ୍ଲା ଦିନ୍ ହୁଣି ସେ ନଃର୍ ମାରୁ ରିଲା, ଆର୍ ସେ କଃବେ ସଃତ୍ ବାଟ୍ୟା ନଃରେୟ୍, କାୟ୍ତାକ୍ବଃଲେକ୍ ତାର୍ ତଃୟ୍ ସଃତ୍ ନାୟ୍, ଜଃଡେବଃଳ୍ ସେ ମିଚ୍ କୟ୍ଦ୍, ସଃଡେବଃଳ୍ ସେ ନିଜାର୍ ତଃୟ୍ହୁଣି କୟ୍ଦ୍ । କାୟ୍ତାକ୍ବଃଲେକ୍ ସେ ମିଚ୍ ଆର୍ ସେ ସଃବୁ ମିଚୁଆମଃନାର୍ ଉବାସି ।