୧ ମ ଜଅନ୍ 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏ ଲକ୍ ସତ୍ ଜିବନ୍ ଦେଇସି । ପର୍ମେସର୍ ଏ ଲକ୍କେ ସବୁକେ ଦେକାଇଲା । ଆରି ଆମେ ଦେକ୍ଲୁ ଆରି ତାର୍ ସତ୍ ବିସଇ ତମ୍କେ କଇଲୁନି । ସେ ଦେଇରଇବା ନ ସାର୍ବା ଜିବନର୍ ବିସଇ ତମ୍କେ ଜାନାଇଲୁନି । ପୁର୍ବେଅନି ସେ ଆମର୍ ବାବା ପର୍ମେସରର୍ ସଙ୍ଗ୍ ରଇଲା । ମାତର୍ ପର୍ମେସର୍ ତାର୍ ବିସଇ ଆମ୍କେ ଜାନାଇଲାଆଚେ । Faic an caibideil |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”