୧ ମ ପିତର୍ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ପିତର୍, ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ସିସ୍ । ପନ୍ତ୍, ଗାଲାତିଅ, କାପାଦକିଆ, ଆସିଆ ଆରି ବିତୁନିଆ ରାଇଜ୍ମନ୍କେ, ବିନ୍ଦେସର୍ ଲକ୍ମନର୍ପାରା ଚିନ୍ବିନ୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ମୁଇ ଏ ଚିଟି ଲେକ୍ଲିନି । Faic an caibideil |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।