୧ ମ ପିତର୍ 1:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 କିରିସ୍ଟ କେନ୍ତି ଦୁକ୍କସ୍ଟ ମୁରଚ୍ଲା, ଆରି ସବୁ ନିନ୍ଦା ସାର୍ଲା ପଚେ ସେ କେନ୍ତି ଡାକ୍ପୁଟା ପାଇଲା, ସେ ବିସଇ ପର୍ମେସରର୍ ଆତ୍ମା ସେମନ୍କେ ଜାନାଇଲା । ଏଟା ସବୁ କେବେ ଅଇସି ଆରି କେନ୍ତାରି ଅଇସି, ସେଟା ଜାନ୍ବାକେ ସେମନ୍ ବେସି ମନ୍ କଲାଇ । ସେଟାର୍ପାଇ ସେମନ୍ ସେ ବିସଇ ମନ୍ଦିଆନ୍ କରି ପଡ୍ଲାଇ । Faic an caibideil |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”