୧ ମ ପିତର୍ 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ । Faic an caibideil |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।