୧ ମ ପିତର୍ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେଟାର୍ପାଇ ପର୍ମେସର୍ ତାର୍ ଲକ୍ମନର୍ପାଇ ଜେତ୍କି ସବୁ ଆସିର୍ବାଦ୍ ସର୍ଗେ ଜତନ୍ କରି ସଙ୍ଗଇଆଚେ, ସେଟା ସବୁ ଆମର୍ ଅଇସି ବଲି ଆସାକଲୁନି । ତେଇ ସେଟା ନ ନସେ କି ଚିଲମ୍ ନ ଦାରେ କି ଉନା ମିସା ନ ଅଏ । Faic an caibideil |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।