୧ ମ ପିତର୍ 2:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏବେ ଜନମ୍ ଅଇଲା କଅଁଲା ପିଲାମନ୍ ଦୁଦ୍ କାଇବାକେ ଜେନ୍ତାରି ମନ୍ କର୍ବାଇ, ସେନ୍ତାରିସେ ତମେ ଆତ୍ମାର୍ ଦୁଦ୍ କାଇବାକେ ମନ୍ କରା । ସେଟା ଅଇଲାନି ପର୍ମେସରର୍ ସତ୍ ବାକିଅ । ସେଟା କାଇବାକେ ମନ୍ କଲେ, ତମର୍ ମୁକ୍ତି ସିଦ୍ ଅଇବାଜାକ ତମେ ବିସ୍ବାସେ ଅଦିକ୍ ଅଦିକ୍ ବଡି ଆଇସା । Faic an caibideil |