୧ ମ ପିତର୍ 2:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସାସ୍ତରେ କଇଲାପାରା “ଦେକା, ମୁଇ ସବୁର୍ତେଇଅନି ଅଦିକ୍ ମୁଲିଅ ରଇବା ପାକ୍ନା ବାଚ୍ଲିଆଚି, ସେଟା ଗର୍ କନର୍ ମୁଲ୍ପାକ୍ନା ଇସାବେ ସିୟନେ ସଙ୍ଗଇଆଚି କେ ଜଦି ତାକେ ବିସ୍ବାସ୍ କର୍ବାଇ, ସେ କେବେ ଲାଜ୍ ନଏଁ ।” Faic an caibideil |
ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।