୧ ମ ପିତର୍ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତମେ ବିସ୍ବାସି ଲକ୍ମନର୍ପାଇ, ଏ ପାକ୍ନା ବେସି ମୁଲିଅ ରଇବାଟା । ମାତର୍ ଜେତ୍କି ଲକ୍ ବିସ୍ବାସ୍ କରତ୍ ନାଇ, ସାସ୍ତରେ ଲେକା ଅଇଲା ବିସଇ ସେମନ୍ ମନେ ରକ୍ବାର୍ ଆଚେ । “ଗର୍ ତିଆର୍ କରୁମନ୍ ଜନ୍ ପାକ୍ନା ଚାଡିଦେଇରଇଲାଇ, ସେ ପାକ୍ନାକେସେ ପର୍ମେସର୍ ସବୁର୍ଟାନେ ଅନି ମୁଲିଅ ରଇବା ପାକ୍ନା କଲାଆଚେ ।” Faic an caibideil |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।