୧ ମ ପିତର୍ 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସାସ୍ତରେ ଲେକା ଅଇଲା ଆରି ଗଟେକ୍ ବିସଇ ମିସା ସେମନ୍ ଏତାଇବାର୍ ଆଚେ । “ଏ ପାକ୍ନା କେତେ ଲକର୍ପାଇ ବାଦା ଆନ୍ସି । ତେଇ ବେସି ଲକ୍ ଜଟିଆଇ ଅଇ ଅଦର୍ବାଇ ।” “ସେମନ୍ ପର୍ମେସରର୍ ବାକିଅ ବିସ୍ବାସ୍ ନ କଲାର୍ପାଇ ଜଟିଆଇ ଅଇ ଅଦର୍ବାଇ । ଏଟା ତାକର୍ପାଇ ପର୍ମେସରର୍ ଜଜ୍ନା ରଇଲା ।” Faic an caibideil |
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।