୧ ମ ପିତର୍ 2:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ । Faic an caibideil |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !