୧ ମ ପିତର୍ 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ । Faic an caibideil |