୧ ମ ପିତର୍ 3:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତମର୍ ବିରୁଦେ କେ କାରାପ୍ କାମ୍ କଲେ ତାକେ ବେର୍ଦାରି ରୁଆନାଇ । ନିନ୍ଦାକାତା କଇଲେ ଟଣ୍ଡ୍ ଲାଗାଆ ନାଇ । ତାର୍ ବାଦୁଲେ ପର୍ମେସର୍ ସେମନ୍କେ ଦୟା ଦେକାଇବାକେ ପାର୍ତନା କରା । କାଇକେବଇଲେ ସେ ତମ୍କେ ଡାକ୍ଲାବେଲେ ମୁଇ ତମ୍କେ ଆସିର୍ବାଦ୍ କର୍ବି । ବଲି କାତା ଦେଇରଇଲା । Faic an caibideil |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।