୧ ମ ପିତର୍ 4:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତାକେ ବିସ୍ବାସ୍ କର୍ବା ସବୁଲକ୍କେ ପର୍ମେସର୍ ବିନ୍ ବିନ୍ ଦାନ୍ ସର୍ପିଦେଲା ଆଚେ । ଗଟେକ୍ ବିସ୍ବାସ୍ ରଇବା ଗତିଦାଙ୍ଗ୍ଡା ପାରା ସେ ଦେଇରଇବା ଦାନ୍ ବିନ୍ ଲକର୍ ମଙ୍ଗଲ୍ ଅଇବାକେ ଦିଆସ୍ । Faic an caibideil |
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।