୧ ମ ପିତର୍ 4:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ । Faic an caibideil |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।