୧ ମ ପିତର୍ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସେଟାର୍ପାଇ ସୁବ୍କବର୍ ମରିରଇବା ଲକ୍ମନ୍କେ ମିସା ଜାନାଇରଇଲାଇ । କାଇକେବଇଲେ ସବୁଲକ୍ମନ୍ ପାଇବା ଡଣ୍ଡ୍ ସେମନ୍ ପାଇରଇକରି ମରିରଇଲେ ମିସା ତାକର୍ ଆତ୍ମା ପର୍ମେସରର୍ ପାରା ବଁଚ୍ବାକେ ସୁବ୍ କବର୍ ଜାନାଇରଇଲାଇ । Faic an caibideil |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।