୧ ମ ପିତର୍ 4:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମାତର୍ ସବୁ ବିସଇ ସାର୍ବା ବେଲା ଲଗେ କେଟ୍ଲାବେ । ତେବର୍ପାଇ ନିଜେ ଜାଗରତ୍ ରୁଆ ଏନ୍ତାରି କଲେ ତମେ ନିକସଙ୍ଗ୍ ପାର୍ତନା କରିପାରାସ୍ । Faic an caibideil |
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।