8 ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।
ଜଦି ମୁଇ ଲକ୍ମନର୍ ବାସାଇ କି ସରଗର୍ ଦୁତ୍ମନର୍ ବାସାଇ କାତା ଅଇବି । ମର୍ ବାଇମନ୍କେ ମୁଇ ଆଲାଦ୍ ନ କରି ବଇଲେ, ମର୍ କାତା ଚୁଚାଇସେ, ଜେନ୍ତିକି ଗଟେକ୍ ସବଦ୍ ଅଇକରି ବାଜ୍ବା ଗଁଟା ପାରା ।
ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ ।
ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି ।
ଜେନ୍ତିକି ଆମର୍ ଆଲାଦ୍ ତମର୍ପାଇ ବଡିଆଇଲାନି, ସେନ୍ତାରିସେ ନିଜର୍ ନିଜର୍ ବିତ୍ରେ, ଆରି ସବୁ ଲକ୍ମନ୍କେ ମାପ୍ରୁ ଆଲାଦ୍ ବଡାଇକରି ଅଦିକ୍ କର ।
ଏ ବାଇବଇନିମନ୍ ତମର୍ପାଇ ଆମେ ପର୍ମେସର୍କେ ସବୁବେଲେ ଦନିଅବାଦ୍ ଦେବା କାତା । ଏଟା ଟିକ୍ ବିସଇ । କାଇକେବଇଲେ ତମର୍ ବିସ୍ବାସ୍ ଅଦିକ୍ ଅଦିକ୍ ଅଇଲାନି । ଆରି ତମର୍ ନିଜର୍ ନିଜର୍ ବିତ୍ରେ ସବୁଲକ୍କେ ଆଲାଦ୍ ବଡିଗାଲାନି ।
ତମେ ଏନ୍ତାରିଟା ତିଆରା ଜେନ୍ତାରିକି, ସେମନ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାଇ । ଜନ୍ ଲକ୍ମନ୍କେ ସତ୍ ବିସ୍ବାସ୍ ଆରି ସୁକଲ୍ ଜିବନ୍, କାଇ କପଟ୍ ନ ରଇବା ମନ୍ ଆଚେ, ସେମନ୍ସେ ଏଟା କରିପାର୍ବାଇ ।
କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ ।
ଏ ମର୍ ବାଇବଇନିମନ୍, ତମେ କାତା ଦେଲା ବେଲେ ରାନ୍ ନିୟମ୍ ପାକାଆ ନାଇ । ସରଗର୍ କି ଏ ଜଗତର୍ ନାଉଁ ଦାରିକରି କାଇ ବିସଇ ରାନ୍ ପାକାଆ ନାଇ । ତମର୍ ଅଇବା କାତାଆଲେ “ ଉଁ ” ଆରି, ନ ଅଇବା କାତା ଆଲେ “ ନାଇ ” ବଲିକୁଆ । ସେନ୍ତାର୍ ରଇଲେ, ତମେ ପର୍ମେସରର୍ ବିଚାର୍ନାଟାନେ ଡଣ୍ତ୍ ନ ପାଆସ୍ ।
ଏତାଇରୁଆଜେ, କେ ଜଦି, ଗଟେକ୍ ପାପିକେ ବୁଲ୍ବାଟେଅନି ବାଉଡାଇ ଆନ୍ସି, ସେ ତାକେ ମରନେଅନି ରକିଆ କର୍ସି । ଆରି ସେ ଲକର୍ ଜବର୍ ପାପ୍ ରଇଲେ ମିସା ତାକେ କେମା ଅଇସି ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
ଏ ମର୍ ଆଲାଦର୍ ମଇତର୍, ତମେ ଗାଗଡ୍ ଇସାବେ ବପୁ ଉଆ ଆରି ତମର୍ ସବୁ କାମ୍ ନିକ ଅ ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ମୁଇ ଜାନି, ତମେ ଆତ୍ମାଇ ମିସା ନିକସେ ଆଚାସ୍ ।