9 ତମର୍ ବିତ୍ରେ ମୁର୍ମୁରା ନଅଇ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଗତିଆ କରି ଡାକାଡାକି ଉଆ ।
ଆମର୍ ଟାନେ ରଇବା ଅର୍କିତ୍ ବାଇବଇନିମନ୍କେ ସାଇଜ କରୁ । ନ ଜାନ୍ବା ଲକ୍ମନ୍ ଆମର୍ ଗରେ ଆଇଲେ ଗତିଆ କରି ଡାକିନେଉଁ ।
ଗାୟସ୍ ତମ୍କେ ଜୁଆର୍ ଜାନାଇଲାନି । ମୁଇ ତାର୍ ଗରେ ରଇଲିନି ଆରି ତାର୍ ଗରେ ରୁଣ୍ଡ୍ବା ଇତିର୍ ବିସ୍ବାସିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଏ ଗଡର୍ ଡାବୁ ଇସାବ୍କିତାବ୍ କରୁ ଏରାସ୍ଟ ଆରି ବାଇ କାର୍ତ ମିସା ତମ୍କେ ଜୁଆର୍ ଜାନାଇଲାନି ।
ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି ।
ମୁର୍ମୁରା ଆରି କିରଜାଟି ନ ଅଇକରି ସବୁ ଲକ୍ଜାକ କାମ୍ କରା ।
ତେବର୍ପାଇ ଜେନ୍ତିକି ତାର୍ ଜିବନେ ବିନ୍ ଲକ୍ମନର୍ କାଇ ନିନ୍ଦା ନ ରଇବାର୍ । ସେ ଗଟେକ୍ ମାଇଜି ସଙ୍ଗଇରଇବାର୍ ଆଚେ । ନିଜେ ଜାଗ୍ରତ୍ ରଇକରି, ନିଜର୍ ଜିବନେ ସୁସ୍ତା ରଇକରି, ସବୁଲକର୍ ସନ୍ମାନ୍ ପାଇକରି, ଆଇଲା ଲକ୍ମନ୍କେ ଡାକିନେବା ପାରା ଲକ୍ ଅଇକରି, ଲକ୍ମନ୍କେ ବୁଦିର୍ କାତା ସିକାଇବା ଲକ୍ ଅଇ,
ସେନ୍ତାରି ନ ଅଇକରି ଲକ୍ମନ୍କେ ଡାକିନେବା ଲକ୍, ଦରମ୍ ବିସଇ କର୍ବାକେ ମନ୍ କର୍ବା ଲକ୍, ନିଜେ ଜାଗ୍ରତ୍ ରଇବା ଲକ୍, ବଡ୍ ସାନ୍ ଇସାବେ ନ ଦେକ୍ବା ଲକ୍, ସୁକଲ୍ ଇସାବେ ଚଲାଚଲ୍ତି କର୍ବା ଲକ୍, ନିଜେ ମନ୍କର୍ବା ବିସଇଟାନେ ଜାଗ୍ରତ୍ ଅଇବା ଲକ୍, ରଇବାର୍ ଆଚେ ।
ମାତର୍ ତୁଇ ମକେ ସାଇଜ କର୍ ଆକା ବଲି ବାଦିଅ କରିନାଇ । ତୁଇ ନିଜେ ମନ୍କରି କଲେ, ମୁଇ ମନ୍ କର୍ତି । ତେବେ ତୁଇ ରାଜି ନ ଅଇତେ ମୁଇ କାଇଟା ନ କରି ।
ନିକ କାମ୍ କର୍ବାକେ ପାସ୍ରା ନାଇ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସାଇଜ କରା । କାଇକେବଇଲେ, ଏନ୍ତାରି ରଇବା ଚଲାଚଲ୍ତି ପର୍ମେସର୍କେ ସାର୍ଦା କରାଇବା ଗଟେକ୍ ବଲି ।
ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ ଦସ୍ ଦାରାଦାରି ଉଆ ନାଇ । ସେନ୍ତିଆଲେ ମାପ୍ରୁ ତମ୍କେ ବିଚାର୍ ନ କରେ । ଦେକା ବଡ୍ ବିଚାର୍କାରିଆ ଲଗେ ଆଚେ ।