୧ ମ ପିତର୍ 5:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତମର୍ ମଣ୍ଡଲିର୍ ପାର୍ଚିନ୍ମନ୍କେ ଗଟେକ୍ ବିସଇ କଇବାକେ ମୁଇ ମନ୍ କଲିନି । କାଇକେବଇଲେ ମୁଇ ମିସା ଗଟେକ୍ ପାର୍ଚିନ୍ । କିରିସ୍ଟ ଦୁକ୍କସ୍ଟ ମୁରଚ୍ଲାଟା ମୁଇ ଦେକିଆଚି । ଆରି ତାର୍ ଡାକ୍ପୁଟା ଜାନାଇବା ଦିନେ ମୁଇ ମିସା ତେଇ ମିସ୍ବି । ମୁଇ ତମ୍କେ ବାବୁଜିଆ କଲିନି, Faic an caibideil |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।