୧ ମ ପିତର୍ 5:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଆରି ଜେଡେବେଲେ ଜିସୁକିରିସ୍ଟ ଜେ କି ସବୁ ବିସ୍ବାସିମନର୍ ବଡ୍ ନେତା ଦେକାଇ ଅଇସି, ଉଜଲ୍ ଉନା ନ ଅଇବା ଡାକ୍ପୁଟାର୍ ପୁରୁସ୍କାର୍ ତମ୍କେ ଦେଇସି । Faic an caibideil |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।