୧ ତେସଲନିକିୟ 2:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ମାତର୍ ସବୁବେଲେ ଆମେ ପର୍ମେସରର୍ ମନ୍ କଲା ଇସାବେ ସେ କାତା କଇତେରଇବୁ । କାଇକେବଇଲେ ସେ ଆମ୍କେ ବାଚିକରି ସୁବ୍କବର୍ ଜାନାଇବା ଦାଇତ୍ ସର୍ପି ଦେଲାଆଚେ । ଲକ୍ମନ୍କେ ସାର୍ଦା କରାଇବାକେ ଆମର୍ ଆଦେସ୍ ନାଇ । ଜନ୍ ପର୍ମେସର୍ ଆମର୍ ମନ୍ ବିତ୍ରର୍ଟା ପରିକା କରି ଦେକିପାର୍ସି, ତାକେ ଆକା ସାର୍ଦା କର୍ବାକେ ଆମେ ଚେସ୍ଟା କଲୁନି । Faic an caibideil |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !