୧ ତେସଲନିକିୟ 2:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତମେତା ନିକ କରି ଜାନାସ୍ । ଆମେ କେବେ ମିସା ତମ୍କେ ସାର୍ଦା କରାଇବା କାତା କଇ ନ ରଇଲୁ । ଆମର୍ ଲବ୍ଅଇବାଟାକେ ଲୁଚାଇକରି ସଙ୍ଗଉନାଇ । ତମର୍ଲଗେ କାରାପ୍ ବେବାର୍ କରି ନ ରଇଲୁ । ଏ ବିସଇଟାନେ ପର୍ମେସର୍ ଆମର୍ ସାକି । Faic an caibideil |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।