୧ ତେସଲନିକିୟ 2:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଆମେ ତମ୍କେ ବେସି ଆଲାଦ୍ କଲୁ ଜେ, ତମ୍କେ ଅବ୍କା ପର୍ମେସରର୍ ସୁବ୍ କବର୍ ଜାନାଇବୁ ବଲି ନାଇ, ମାତର୍ ତମର୍ଲାଗି ନିଜ୍କେ ସର୍ପି ଅଇବାକେ ମିସା ତିଆର୍ ଅଇରଇଲୁ । ତମେ ଆମର୍ କେଡେକ୍ ନିଜର୍ ନ ରଇଲାସ୍ ! Faic an caibideil |
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।