୧ ତେସଲନିକିୟ 3:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ତମର୍ ଉପ୍ରେ ଅଇତେରଇବା ବିପଦର୍ ଲାଗି ଜେନ୍ତିକି କେ ମିସା ବିନ୍ ବାଟେ ନ ଜାଅତ୍ । ସେଟାର୍ପାଇ ସେ ତମ୍କେ ସାଇଜ କର୍ସି । ଏଲେମିସା ତମେତା ଜାନାସ୍, ଆମ୍କେ ମିସା ଏନ୍ତାରି କସ୍ଟ ମିଲ୍ଲାନି, ଏଟା ଆମର୍ ପାଇ ପର୍ମେସର ମନ୍ କର୍ବାଟା । Faic an caibideil |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।