୧ ତେସଲନିକିୟ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଜେ ଜଦି ଏ ବିସଇ ନ ମାନିକରି କନ୍ ବିସ୍ବାସି ବାଇକେ ମିସା ଅନିଆଇ କର୍ସି ବଇଲେ, ମାପ୍ରୁ ଏ ସବୁ ବିସଇ ନେଇ ଡଣ୍ଡ୍ ଦେଇସି । ଏ କାତା ଆମେ ପୁର୍ବେ ଜାନାଇଦେଇ ଆଚୁ । Faic an caibideil |
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।