୧ ତେସଲନିକିୟ 4:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ତେବେ ଜେ ଆମର୍ ଏ ସିକିଆ ନ ନାମେ, ସେ ଅବ୍କା ମୁନୁସ୍କେ ନ ନାମେ । ମାତର୍ ଜନ୍ ପର୍ମେସର୍ ତମର୍ ବିତ୍ରେ ସୁକଲ୍ଆତ୍ମା ଦେଇସି, ତାକେ ନ ନାମେ । Faic an caibideil |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।