୧ମ ତିମତି 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଆମର୍ ମାପ୍ରୁ ଜିସୁ କିରିସ୍ଟକେ ମୁଇ ଦନିଅବାଦ୍ ଦେଲିନି । ସେ ମକେ ବପୁ ଦେଲାଆଚେ । ତାର୍ ମୁଆଟେ ଗଟେକ୍ ବିସ୍ବାସ୍ ସଙ୍ଗ୍ ରଇବା ଗତି ଦାଙ୍ଗ୍ଡା ଇସାବେ ଏଜ୍ଲା ଆରି ତାକେ ସେବା କର୍ବାକେ ମକେ ବାଚ୍ଲା । Faic an caibideil |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।