2 କିରିସ୍ଟକେ ବିସ୍ବାସ୍ କଲାର୍ପାଇ, ତୁଇ ତିମତି ମର୍ ନିଜର୍ ପଅ ଅଇ ଆଚୁସ୍ । ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ତମ୍କେ ବପୁ କରାଇବାକେ ଆରି ତମର୍ ବିସ୍ବାସ୍ ଡାଟ୍ କରାଇବାକେ ତମର୍ ଲଗେ ଆମର୍ ବାଇ ତିମତିକେ ପାଟାଇରଇଲୁ । ସେ ଆମର୍ସଙ୍ଗ୍ କିରିସ୍ଟର୍ ସୁବ୍କବର୍ ଜାନାଇକରି ପର୍ମେସରର୍ ସେବା କଲାନି ।
ଆମର୍ ମାପ୍ରୁ ଜିସୁ କିରିସ୍ଟକେ ମୁଇ ଦନିଅବାଦ୍ ଦେଲିନି । ସେ ମକେ ବପୁ ଦେଲାଆଚେ । ତାର୍ ମୁଆଟେ ଗଟେକ୍ ବିସ୍ବାସ୍ ସଙ୍ଗ୍ ରଇବା ଗତି ଦାଙ୍ଗ୍ଡା ଇସାବେ ଏଜ୍ଲା ଆରି ତାକେ ସେବା କର୍ବାକେ ମକେ ବାଚ୍ଲା ।
ମର୍ ପଅ ତିମତି, ମୁଇ ତକେ ଏଟା ତିଆର୍ଲିନି, ତମେ କାଇଟା କର୍ସା ବଲି ସୁକଲ୍ଆତ୍ମା କେତେଟା ବବିସତ୍ବକ୍ତାମନ୍କେ ଜାନାଇରଇଲା ଇସାବେ ମୁଇ ଏଟା କଇଲିନି । ସେ ବବିସତ୍ବକ୍ତାମନ୍ କଇଲା ବିସଇ ସୁବ୍କବରର୍ ଦେକାରକା କର୍ବା ଜୁଇଦର୍ କାମେ ତମେ ଜେନ୍ତିକି ସାର୍ଦା ସଙ୍ଗ୍ ମିସ୍ସା, ସେ ବିସଇ କଇଲିନି ।
ଏ ତିମତି, ପର୍ମେସର୍ ତକେ ଜନ୍ଟା କର୍ବାକେ ଦାଇତ୍ ଦେଲାଆଚେ, ସେ ଦାଇତ୍ ନିକ ସଙ୍ଗ୍ କର୍ । ଆସା ନ ରଇବା ଚୁଚା କାତା, କାଇ ଲଡାକେ ନ ଆଇବା କାତାବାର୍ତା ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ଜନ୍ ଲକ୍ ବିରଦ୍ କଲାଇନି, ସେମନର୍ ଟାନେଅନି ଦୁରିକେ ର । ସେଟା ସେମନ୍ ସିକ୍ବା ଗିଆନ୍ ବଲି ବୁଲ୍ ବୁଜ୍ଲାଇନି ।
ଏ ଚିଟି ତିମତି ମୁଇ ତକେ ଲେକ୍ଲିନି । ତୁଇ ମର୍ ଆଲାଦର୍ ପଅ ପାରା ଅଇ ଆଚୁସ୍ । ଆମର୍ ବାବା ପର୍ମେସର୍ ଆରି ଆମର୍ ମାପ୍ରୁ ଜିସୁକିରିସ୍ଟ, ତକେ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
ଏ ମର୍ ଆଲାଦର୍ ପ । ଜିସୁକିରିସ୍ଟ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାର୍ ପାଇ ଡାଟ୍ଅଇ ର ।
ଏ ତିତସ୍, ତର୍ପାଇ ମୁଇ ଏ ଚିଟି ଲେକ୍ଲିନି । ଆମେ ଜିସୁକିରିସ୍ଟକେ ବିସ୍ବାସ୍ କଲାର୍ପାଇ ତୁଇ ମର୍ ନିଜର୍ ପଅପାରା ଅଇ ଆଚୁସ୍ । ବାବା ପର୍ମେସର୍କେ ଆରି ଆମର୍ ଉଦାର୍କାରିଆ ଜିସୁକିରିସ୍ଟକେ ମୁଇ ବାବୁଜିଆ କଲିନି, ସେମନ୍ ତକେ ଦୟା ଦେକାଅତ୍ ଆରି ସାନ୍ତି ଦେଅତ୍ ।
ପର୍ତୁମ୍ ଡକ୍ରାମନ୍କେ ତାକର୍ ଜିବନେ ନିକ ଚଲାଚଲ୍ତି କର୍ବାକେ ସିକା, ଜେନ୍ତିକି ନିଜେ ବୁଦିର୍ସଙ୍ଗ୍ ରଇ, ଲକ୍ମନର୍ଟାନେଅନି ସନ୍ମାନ୍ ପାଇବାଲକ୍ ପାରା ଅଇ ଜାଗ୍ରତ୍ ରଇବାର୍ । ସେମନ୍ ପର୍ମେସର୍କେ ଡାଟ୍ସଙ୍ଗ୍ ବିସ୍ବାସ୍ କରି ବିନ୍ ଲକ୍ମନ୍କେ ସତ୍ସଙ୍ଗ୍ ଆଲାଦ୍ କରି ମୁର୍ଚି ରଇବାର୍ ଆଚେ ।
ମର୍ ସଙ୍ଗ୍ ରଇବା ସବୁ ବିସ୍ବାସିମନ୍ ତକେ ଜୁଆର୍ ଜାନାଇଲାଇନି । କିରତେରଇବା ଆମର୍ ବିସ୍ବାସି ବାଇବଇନିମନ୍ ଜେତ୍କିଲକ୍ ଆମ୍କେ ଆଲାଦ୍ କଲାଇନି, ସେମନ୍କେ ସବୁକେ ଆମର୍ ଜୁଆର୍ ଜାନାଇଦେସ୍ । ପର୍ମେସର୍ ତାର୍ ଜିବନ୍ ଦୁକାଇ ତମ୍କେ ଦୟା ଦେକାଅ ।
ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ ।
ଆମର୍ ବାବା ପର୍ମେସର୍ ଆରି ତାର୍ ପଅ ଜିସୁକିରିସ୍ଟ ଆମ୍କେ ଆସିର୍ବାଦ୍ କରି ଦୟା ଦେକାଅ ଆରି ସାନ୍ତି ଆରି ସତ୍ସଙ୍ଗ୍ ବଁଚ୍ବାକେ ଦେଅ । ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା ।
ମର୍ ପିଲାମନ୍ ସତ୍ ଇସାବେ ଚଲାଚଲ୍ତି କଲାଇନି ବଲି ସୁନ୍ଲାତେଇଅନି ଆରି କାଇ ବିସଇ ମକେ ସାର୍ଦା ନ କରାଏ ।
ପର୍ମେସର୍ ତମ୍କେ ଦୟା ଦେକାଅ, ତାର୍ ସାନ୍ତି ଆରି ଆଲାଦ୍ ତମ୍କେ ଜବର୍ ଅଇତେ ମିଲ ।