୧ମ ତିମତି 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ମୁଇ ମାକିଦନିଆଇ ଜିବା ଆଗ୍ତୁ ତମ୍କେ ଏପିସିଅତେଇ ରୁଆ ବଲି କଇରଇଲି । ତେଇ ଜନ୍ ଲକ୍ମନ୍ ବୁଲ୍ ସିକିଆ ସବୁ ଦେଲାଇନି, ସେମନ୍କେ ବୁଲ୍ ସିକିଆ ଦେବାଟା ବନ୍ଦ୍ କର୍ବାକେ ଆଦେସ୍ ଦିଆସ୍ ବଲି ମୁଇ ତମ୍କେ କଇରଇଲି । Faic an caibideil |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।