୧ମ ତିମତି 1:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତମେ ଏନ୍ତାରିଟା ତିଆରା ଜେନ୍ତାରିକି, ସେମନ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାଇ । ଜନ୍ ଲକ୍ମନ୍କେ ସତ୍ ବିସ୍ବାସ୍ ଆରି ସୁକଲ୍ ଜିବନ୍, କାଇ କପଟ୍ ନ ରଇବା ମନ୍ ଆଚେ, ସେମନ୍ସେ ଏଟା କରିପାର୍ବାଇ । Faic an caibideil |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।