8 ପର୍ମେସରର୍ ନିୟମ୍ଟାନେ କାଇ ଅନିଆଇ ନାଇ । ମାତର୍ ଲକ୍ମନ୍ ସେଟା ଟିକ୍ ସଙ୍ଗ୍ ସିକାଇବାର୍ ଆଚେ ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା ।
ମାତର୍ ମୁଇ ମନ୍ ନ କରି ରଇବା କାମ୍ କର୍ବାର୍ ଲାଗି, ନିୟମ୍ ଟିକ୍ ଆଚେ ବଲି ମାନ୍ଲିନି ।
ମର୍ ଗାଗଡର୍ କାରାପ୍ ମନ୍ କର୍ବାଟାନେଅନି କାଇମିସା ନିମାନ୍ ବିସଇ ନ ଆସେ ବଲି ମୁଇ ଜାନ୍ଲିନି । କାଇକେବଇଲେ ନିକ କାମ୍ କର୍ବାକେ ମନ୍ ରଇଲେ ମିସା ସେଟା କରି ନାପାର୍ଲିନି ।
ପରମେସରର୍ ନିୟମ୍ ନାମ୍ବାକେ ମୁଇ ବେସି ମନ୍ କଲିନି,
ନିୟମ୍ କାଇ ପରମେସରର୍ ସପତ୍ ବିରଦ୍ କଲାନି କି ? ନାଇ କେବେ ନାଇ ! କାଇକେବଇଲେ ଲକ୍କେ ଜିବନ୍ ଦେଲାପାରା ଗଟେକ୍ ନିୟମ୍ କରା ଅଇତା, ତେବେ ସେଟା ମାନ୍ଲେସରି ସେ ପରମେସରର୍ ମୁଆଟେ ଦସ୍ ନ କଲାଲକ୍ ବଲାଇ ଅଇତା ।
ସେନ୍ତାରିସେ, ଗଟେକ୍ ପାଲାଇବା ଲକର୍ ବିସଇ ବାବିଦେକ୍ । ଜେ ଆରାଜିତାଟାନେ ପାଲାଇବାକେ ମନ୍ କର୍ସି, ସେ ଜଦି ଆରାଜିତାର୍ ନିୟମ୍ ମାନିକରି ନ ପାଲାଇଲେ, ତାକେ ସେ ଇନାମ୍ ନ ମିଲେ ।