୧ମ ତିମତି 1:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ, Faic an caibideil |
ଜନ୍ ଲକ୍କେ ତୁଇ ପାର୍ଚିନ୍ ଇସାବେ ବାଚ୍ସୁ, ସେ ଏନ୍ତାରି ଲକ୍ ଅଇବାର୍ ଆଚେ, କେ ମିସା ତାକେ ବୁଲ୍ କଲାନି ବଲି ଦସ୍ ଦେଇନାପାରତ୍ । ତାକେ ଗଟେକ୍ ସେ ମାଇଜି ରଇବାର୍ ଆଚେ । ତାର୍ ପିଲାଟକିମନ୍ କିରିସ୍ଟକେ ବିସ୍ବାସ୍ କର୍ବାର୍ ଆଚେ । ସେମନ୍ ନିକ ଚଲାଚଲ୍ତି କର୍ତେରଇବାର୍ ଆଚେ । ଜେନ୍ତାରି କି ତାକର୍ ଆୟାବାବାମନ୍କେ ମାନତ୍ ନାଇ କି ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାଇନି ବଲି ସେମନ୍କେ କେ ଦସ୍ ଦାରି ନାପାରତ୍ ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।