୧ମ ତିମତି 2:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତାର୍ ବାଦୁଲେ ବିନ୍ଲକ୍ମନ୍କେ ଦୟା ଦେକାଅତ୍ । ପର୍ମେସର୍କେ ଜୁଆର୍ କଲୁନି ବଲି କଇବା ମାଇଜିମନର୍ପାଇ ସେଟା ନିକ ଚଲାଚଲ୍ତି ଅଇସି । Faic an caibideil |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।